୩/୪ ଦିନରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ..
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା..
ପୁରୀ ବାଣ ବିସ୍ଫୋରଣ ଘଟଣା: ଆଉ ଜଣେ ମୃତ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି..
କାଲିମେଳାରୁ ଅପହୃତ ହୋଇଥିବା ଡାକ୍ତର ଅମ୍ଳାନଙ୍କ ମିଳିଲା ପତ୍ତା: କର୍ଣ୍ଣାଟକରୁ ଠାବ କଲା ପୁଲିସ୍..
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ସନ୍ଧ୍ୟା ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ..
ବିଜୟ ପରେ ଆଜି ଦିଲ୍ଲୀରେ ଅପରାହ୍ନରେ ବସିବ ଏନଡିଏର ଗୁରୁତ୍ଵପୂର୍ଣ୍ଣ ବୈଠକ..
ସାମିଲ ହେବେ ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁ..
ଆଜି ବିଶ୍ୱ ପରିବେଶ ଦିବସ..
ଚଳିତ ବର୍ଷର ଥିମ୍ ‘ଭୂମି ପୁନରୁଦ୍ଧାର କର, ପୃଥିବୀକୁ ପୁନର୍ଜୀବିତ କର’..
ଆଜିଠୁ ଭାରତର ଟି-୨୦ ବିଶ୍ୱକପ ଅଭିଯାନ ଆରମ୍ଭ..
ପ୍ରଥମ ମ୍ୟାଚରେ ଆୟାରଲାଣ୍ଡ ସହ ମୁକାବିଲା..



