www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

କେଜ୍ରିୱାଲଙ୍କୁ ପୁଣି ଝଟକା.. ଅନ୍ତରୀଣ ଜାମିନ ଆବେଦନ ଖାରଜ କଲେ କୋର୍ଟ..

ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି.. ସଂଧ୍ୟା ସୁଦ୍ଧା ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିବେ ମୋଦୀ..

- Advertisement -

୮ରେ ଶପଥ ନେଇପାରନ୍ତି ମୋଦୀ..

ନବୀନ ନିବାସରେ ନବ ନିର୍ବାଚିତ ବିଧାୟକ.. ବିଜେଡିର ବୈଠକ ଜାରି..

ଓଡ଼ିଶାରେ ବନ୍ଦ ହେବ ବିଏସକେୱାଇ.. ଲାଗୁ ହେବ ଆୟୁଷ୍ମାନ ଭାରତ..

ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲା ଚୀନ୍‌.. କହିଲା- ଭାରତ ସହ ସମ୍ପର୍କ ସୁଧାରିବାକୁ ଚାହୁଁଛୁ..

ବିଜେପିରେ ସାମିଲ ହେଲେ ଧର୍ମଶାଳାର ବିଜୟୀ ସ୍ୱାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ..

୩/୪ ଦିନରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ.. ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା..

ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ପୁରୀ ବାଣ ବିସ୍ଫୋରଣ ଘଟଣା.. ଆଉ ଜଣେ ମୃତ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି..

କାଲିମେଳାରୁ ଅପହୃତ ହୋଇଥିବା ଡାକ୍ତର ଅମ୍ଳାନଙ୍କ ମିଳିଲା ପତ୍ତା.. କର୍ଣ୍ଣାଟକରୁ ଠାବ କଲା ପୁଲିସ୍..

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି.. ସନ୍ଧ୍ୟା ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ..

ବିଜୟ ପରେ ଆଜି ଦିଲ୍ଲୀରେ ବସିବ ଏନଡିଏର ଗୁରୁତ୍ଵପୂର୍ଣ୍ଣ ବୈଠକ.. ସାମିଲ ହେବେ ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁ..

ଆଜି ବିଶ୍ୱ ପରିବେଶ ଦିବସ.. ଚଳିତ ବର୍ଷର ଥିମ୍‌‌ ‘ଭୂମି ପୁନରୁଦ୍ଧାର କର, ପୃଥିବୀକୁ ପୁନର୍ଜୀବିତ କର’..

ଆଜିଠୁ ଭାରତର ଟି-୨୦ ବିଶ୍ୱକପ ଅଭିଯାନ ଆରମ୍ଭ..

 

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories