www.samajalive.in
Tuesday, December 9, 2025
16.1 C
Bhubaneswar

ଏକ ପେଡ୍ ମା’ କେ ନାମ ଅଭିଯାନର ଶୁଭାରମ୍ଭ କଲେ ମୋଦୀ

ଡେସ୍କ: ବିଜେପିର ବରିଷ୍ଠ ନେତା ନରେନ୍ଦ୍ର ମୋଦୀ ବିଶ୍ୱ ପରିବେଶ ଦିବସ ଅବସରରେ ‘‘ଏକ ପେଡ୍ ମା କେ ନାମ’’ (ମା’ଙ୍କ ନାମରେ ଗୋଟିଏ ଗଛ) ଅଭିଯାନର ଶୁଭାରମ୍ଭ କରିଛନ୍ତି। ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ଶ୍ରୀ ମୋଦୀ ଏକ ଅଶ୍ୱତ୍ଥ ଗଛ ଲଗାଇଛନ୍ତି। ଆମ ପୃଥିବୀକୁ ଉନ୍ନତ କରିବାରେ ଯୋଗଦାନ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ସେ ସୂଚନା ଦେଇଛନ୍ତି ଯେ ଗତ ଦଶନ୍ଧି ମଧ୍ୟରେ ଭାରତ ଅନେକ ସାମୂହିକ ପ୍ରୟାସ ହାତକୁ ନେଇଛି ଯାହା ଫଳରେ ସମଗ୍ର ଦେଶରେ ଜଙ୍ଗଲ ପରିମାଣ ବୃଦ୍ଧି ପାଇଛି। ନିରନ୍ତର ବିକାଶ ଦିଗରେ ଆମର ପ୍ରୟାସ ପାଇଁ ଏହା ବହୁତ ଭଲ ବୋଲି ଶ୍ରୀ ମୋଦୀ କହିଛନ୍ତି।

ବିଜେପିର ପ୍ରଦର୍ଶନକୁ ନେଇ କ’ଣ ଥିଲା ବିଶ୍ୱ ଗଣମାଧ୍ୟମରେ ପ୍ରତିକ୍ରିୟା

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories