www.samajalive.in
Tuesday, December 9, 2025
17.1 C
Bhubaneswar

ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର

ବାଉଁଶୁଣି : ବୌଦ୍ଧ ବ୍ଲକ ବାଉଁଶୁଣି ଛକ ସ୍ଥିତ ଦୈନିକ ବଜାର ପାଖରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ମୁକୁଳା ହୋଇ ପଡିଛି। ପ୍ରତ୍ୟେକ ଦିନ ଶହ ଶହ ଲୋକ ଏହି ରାସ୍ତାରେ ଯାତାୟାତ କରିବା ସହ ଦୈନିକ ବଜାରକୁ ଆସୁଥିବା ଲୋକେ ଉକ୍ତ ସ୍ଥାନରେ ଗାଡ଼ି ରଖି ବଜାରକୁ ଯାଉଛନ୍ତି । ଫଳରେ ଲୋକେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ତେବେ ବିଦ୍ୟୁତ୍ ବିଭାଗ ପକ୍ଷରୁ ସବୁଠି ପାଚେରୀ ନିର୍ମାଣ କରାଯାଉଥିଲେ ମଧ୍ୟ ଏଭଳି ଏକ ଜନଗହଳି ପୁର୍ଣ୍ଣ ସ୍ଥାନରେ ଟ୍ରାନ୍ସଫର୍ମରକୁ ମୁକୁଳା ରଖିବା ବିଭାଗର ଖାମଖିଆଲି ମନୋଭାବ ଦର୍ଶାଉଛି ।  କୌଣସି ଦୁର୍ଘଟଣା ଘଟିବା ପୂର୍ବରୁ ବୌଦ୍ଧ ଜିଲ୍ଲା ପ୍ରଶାସନ ଏବଂ ବିଦ୍ୟୁତ୍ ବିଭାଗ ତୁରନ୍ତ ଏଠାରେ ଏକ ପାଚେରୀ ନିର୍ମାଣ କରିବା ପାଇଁ ଦାବି ହେଉଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories