www.samajalive.in
Sunday, December 7, 2025
13.1 C
Bhubaneswar

ଦୁର୍ଘଟଣାରେ କାର୍‌ ଚାଳକ ମୃତ

ଭବାନୀପାଟଣା: ୨୬ ନମ୍ୱର ଜାତୀୟ ରାଜପଥର ଶଗଡା ପୋଲ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହେଇଛି। କାର୍‌ଟି ଶଗଡା ନଦୀ ବୁଲାଣିରେ କୌଣସି ଗାଡ଼ି ସହିତ ଧକ୍କା ହେଇଥିବା ଅନୁମାନ କରାଯାଉଛି। କାର୍ ଚାଳକ ଜିତେନ୍ଦ୍ର ପୁଝାରୀ(୪୫)ଙ୍କର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। କାର୍‌ରେ ଅନ୍ୟ କେହି ନ ଥିବାରୁ ଦୁର୍ଘଟଣା ସଂକ୍ରାନ୍ତରେ କିଛି ଜଣା ପଡ଼ୁନାହିଁ। ଜୁନାଗଡ଼ ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories