www.samajalive.in
Monday, December 8, 2025
16.1 C
Bhubaneswar

ସାବିତ୍ରୀ ବ୍ରତ ପାଳନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ

ଭୁବନେଶ୍ୱର : ଜୁନ୍ ୬ରେ ପାଳନ କରାଯାଉଛି ସାବିତ୍ରୀ ବ୍ରତ। ସ୍ୱାମୀଙ୍କ ଦୀର୍ଘ ଜୀବନ କାମନା କରି ମହିଳା ମାନେ ଆଜି ପାଳନ କରୁଛନ୍ତି ସାବିତ୍ରୀ ବ୍ରତ। ଓଡିଆ ପରମ୍ପରା ଅନୁଯାୟୀ ସଧବା ମହିଳାମାନେ ବ୍ରତ ପାଳନ କରୁଛନ୍ତି। ଏଥିପାଇଁ ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଛି।

ଶଙ୍ଖା, ସିନ୍ଦୂର, ଫଳ, ବିଭିନ୍ନ ପୂଜା ସାମଗ୍ରୀ ନେଇ ମନ୍ଦିରରେ ପୂଜା କରୁଛନ୍ତି ମହିଳାମାନେ। ଦିନ ତମାମ ଉପବାସ ରହି ବ୍ରତ ପାଳନ କରିବେ। ସଧବା ମହିଳା ମାନେ ସ୍ୱାମୀଙ୍କ ଦୀର୍ଘ ଜୀବନ କାମନା କରି ପୂଜାର୍ଚ୍ଚନା କରୁଛନ୍ତି। କିନ୍ନରମାନେ ମଧ୍ୟ ବ୍ରତ ପାଳନ କରୁଛନ୍ତି।

- Advertisement -

ଜୁନରେ ବୃହସ୍ପତି ଉଦୟ ; ଜାଣନ୍ତୁ କେଉଁ ରାଶିଙ୍କ ଭାଗ୍ୟ ବଦଳିଯିବ, ହଠାତ୍ ମିଳିବ ଧନ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories