www.samajalive.in
Monday, December 8, 2025
14.1 C
Bhubaneswar

ନରେନ୍ଦ୍ର ମୋଦୀ ଏନଡିଏ ନେତା ନିର୍ବାଚିତ

ନୂଆଦିଲ୍ଲୀ: ଏନଡିଏ ସଂସଦୀୟ ଦଳ ବୈଠକରେ ନେତା ଭାବେ ନିର୍ବାଚିତ ହୋଇଛନ୍ତି ନରେନ୍ଦ୍ର ମୋଦୀ। ଶୁକ୍ରବାର ସମ୍ବିଧାନ ଭବନରେ ଏନଡିଏ ସଂସଦୀୟ ଦଳର ବୈଠକ ବସିଥିଲା। ଯେଉଁଥିରେ ନରେନ୍ଦ୍ର ମୋଦୀ ଏନଡିଏ ମେଣ୍ଟର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ବିଜେପି ସାଂସଦ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ। ଯାହାକି ସର୍ବସମ୍ମତି କ୍ରମେ ପାସ୍‌‌ ହୋଇଥିଲା। ଆଜିର ସଂସଦୀୟ ଦଳ ବୈଠକରେ ବିଜେପିର ନବ ନିର୍ବାଚିତ ସାଂସଦଙ୍କ ସହିତ ଏନଡିଏରେ ସାମିଲ ଥିବା ସମସ୍ତ ଦଳର ନେତା ମଧ୍ୟ ସାମିଲ ହୋଇଥିଲେ। ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories