www.samajalive.in
Sunday, December 7, 2025
15.1 C
Bhubaneswar

ପୁଣି ବଢିଲା ସୁନା ଦାମ୍ ; ଜାଣନ୍ତୁ କେତେ..

ଭୁବନେଶ୍ୱର : ପ୍ରତିଦିନ ବଦଳୁଛି ସୁନା-ଚାନ୍ଦି ଦାମ୍। କିଛି ଦିନ ତଳେ ସୁନା ଦାମ୍ କମିଥିବା ବେଳେ ପୁଣି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି।

ଭୁବନେଶ୍ୱରରେ ଜୁନ ୭ରେ ୨୨ କ୍ୟାରେଟ ସୁନା ଦାମ୍ ୧୦ ଗ୍ରାମ୍ ପ୍ରତି ୬୭,୬୦୦ ଟଙ୍କା ଥିବା ବେଳେ ଜୁନ୍ ୬ରେ ୬୭,୩୦୦ ଟଙ୍କା ଥିଲା।

ଜୁନରେ ଗଜକେଶରୀ ରାଜଯୋଗ : ଏହି ରାଶିଙ୍କର ଆଉ ଚିନ୍ତା ନାହିଁ; ମିଳିବ ଟଙ୍କା, ହେବ ବିବାହ..

- Advertisement -

ସେହିପରି ୨୪ କ୍ୟାରେଟ ସୁନା ଦାମ୍ ୧୦ ଗ୍ରାମ ପ୍ରତି ୭୩,୭୫୦ ଟଙ୍କା ଥିବା ବେଳେ ଜୁନ ୬ରେ ୭୩,୪୨୦ ଟଙ୍କା ଥିଲା।

୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ପ୍ରତି ଜୁନ ୭ରେ ୫୫,୩୧୦ ଟଙ୍କା ଥିବା ବେଳେ ଜୁନ ୬ରେ ୫୫,୦୬୦ ଟଙ୍କା ଥିଲା।

ସେହିପରି ଜୁନ ୭ରେ ୧ କେଜି ଚାନ୍ଦି ଦାମ୍ ୧,୦୦,୫୦୦ ଟଙ୍କା ହୋଇଥିବା ବେଳେ ଜୁନ ୬ରେ ୯୮,୦୦୦ ଟଙ୍କା ଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories