www.samajalive.in
Monday, December 8, 2025
27.1 C
Bhubaneswar

ନିଟ୍ ପରୀକ୍ଷାରେ ହୋଇଥିବା ଅନିୟମିତତାର ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ କଂଗ୍ରେସ ଅଧ୍ୟକ୍ଷ

ଡ଼େସ୍କ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ନିଟ୍ ପରୀକ୍ଷାରେ ହୋଇଥିବା ଅନିୟମିତତାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଆଜି ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଶ୍ରୀ ଖଡଗେ କହିଛନ୍ତି, ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବା ଦରକାର। ନିଟ୍ ସମେତ ଅନେକ ପରୀକ୍ଷାରେ ପେପର ଲିକ୍, ଜାଲିଆତି ଓ ଦୁର୍ନୀତି ଏବେ ସାଧାରଣ ବିଷୟ ପାଲଟିଛି ବୋଲି ସେ ଅଭିଯୋଗ କରିଛନ୍ତି। ପରୀକ୍ଷା ଓ ଫଳ ପ୍ରକାଶନରେ ଅନିୟମିତତା ପାଇଁ ସେ ସରକାରଙ୍କୁ ଦାୟୀ କରିଛନ୍ତି।

୪ ଆଶାୟୀ…କିଏ ହେବେ ଓଡିଶା ମୁଖ୍ୟମନ୍ତ୍ରୀ!

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories