www.samajalive.in
Monday, December 8, 2025
27.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଯାଜପୁରରେ ମର୍ମନ୍ତୁଦ ଦୁର୍ଘଟଣା: ସିମେଣ୍ଟ ବୋଝେଇ ଟ୍ରକକୁ ପିଟିଲା ବସ୍ , ଦୁଇ ମୃତ..

ରାମୋଜୀ ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ପରଲୋକ..

- Advertisement -

୮୭ ବର୍ଷ ବୟସରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ..

ଛତିଶଗଡ଼ ନାରାୟଣପୁରରେ ବଡ଼ ଧରଣର ଏନକାଉଣ୍ଟର; ପୁଲିସ ଗୁଳିରେ ୫ ମାଓବାଦୀ ନିହତ..

ବର୍ଷେ ପରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ଜୁନ୍ ୧୫ରୁ ଏହି ରାଶିଙ୍କ ସୁନା ଭଳି ଚମକିବ ଭାଗ୍ୟ..

ମାଲକାନଗିରିରେ ପୁଣି ଭୁଷୁଡ଼ିଲା ଏୟାରପୋର୍ଟ ପାଚେରୀ ; ଝଡ଼ ବର୍ଷାରେ ଭାଙ୍ଗି ପଡ଼ିଲା ୫୦ମିଟରରୁ ଅଧିକ କାନ୍ଥ..

ଶ୍ରୀମନ୍ଦିରରେ ଆଲୋକୀକରଣ ବନ୍ଦ ଘଟଣା: ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ପ୍ରଦୀପ ଜେନା..

ଝାରସୁଗୁଡା ବ୍ରଜରାଜନଗରରେ ମର୍ମନ୍ତୁଦ ଦୁର୍ଘଟଣା..

ଟାୟାର ବୋଝେଇ ପିକଅପ ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା, ଚାଲିଗଲା ମାଇଁ ଭଣଜାଙ୍କ ଜୀବନ..

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories