www.samajalive.in
Tuesday, December 9, 2025
16.1 C
Bhubaneswar

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସ୍ୱାଭାବିକ ୪ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବା ପରେ ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ସକ୍ରିୟ ରହିଛି। ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ଶୁକ୍ରବାର ରାତିରୁ ମାଲକନାଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଶନିବାର ମୌସୁମୀ ବାୟୁ ସକ୍ରିୟ ରହିଛି। ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟ ସ୍ଥାନକୁ ମୌସୁମୀ ବାୟୁ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories