www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀମନ୍ଦିର ଚାରିପଟେ ଲାଗିଲା ଲାଇଟ୍

ପୁରୀ : ପୁଣି ଲଗାଗଲା ଲାଇଟ୍, ଚମକିବ ଶ୍ରୀମନ୍ଦିର। ଶ୍ରୀମନ୍ଦିର ଚାରିପଟେ କଢା ଯାଇଥିବା ଲାଇଟ୍ ପୁଣି ଲଗା ଯାଇଛି। ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। କାଢିଥିବା ସଂସ୍ଥାକୁ ବାଦ ଦେଇ ନୂଆ ସଂସ୍ଥାକୁ ଡାକି ଲାଇଟ୍ ଲଗାଗଲା। ଲାଇଟ କଢାଯିବା ଘଟଣାରେ ୪ ଜଣଙ୍କୁ ପୁଲିସ ଅଟକ ରଖିଛି।
ସୂଚନା ଯୋଗ୍ୟ, ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ଆଲୋକୀକରଣ କରାଯାଇଥିଲା। ମନ୍ଦିର ଚାରିପାର୍ଶ୍ୱରେ ଏକାଧିକ ଲାଇଟ୍ ଲଗାଯାଇଥିଲା । ଉତ୍ତର ଦ୍ୱାର, ଦକ୍ଷିଣଦ୍ୱାର, ପଶ୍ଚିମଦ୍ୱାରରେ ବକ୍ସ ଭଳି ଏକାଧିକ ସ୍ଥାନରେ ବଡ଼ ବଡ଼ ଫୋକସିଂ ଲାଇଟ୍ ସବୁ ଲାଗିଥିଲା। ଯାହା ଫଳରେ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟ ରାତିରେ ମଧ୍ୟ ଦୂରକୁ ସ୍ପଷ୍ଟ ଦେଖା ଯାଉଥିଲା। କିନ୍ତୁ ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ସେସବୁ ଲାଇଟ୍ ଗୁଡିକୁ ଖୋଲି ନିଆଯାଇଥିଲା।

ଶନି କରିବେ ବିପରୀତ ଚଳନ ; ଏହି ରାଶିଙ୍କର ୫ ମାସ ପର୍ଯ୍ୟନ୍ତ ରହିବନି ଅଭାବ..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories