www.samajalive.in
Sunday, December 7, 2025
26.1 C
Bhubaneswar

କଲରାପତରା ଆକ୍ରମଣରେ ୫ ଆହତ

ସୋର: କଲରାପତରା ଆକ୍ରମଣରେ ୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ବନ କର୍ମଚାରୀ ଥିବା ସୂଚନା। ଗୁରୁତରମାନଙ୍କୁ ବାଲେଶ୍ବର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଏଥିରେ ଆହତ ହୋଇଥିବା ୨ଜଣଙ୍କୁ କଟକ ଏବଂ ଅନ୍ୟ କିଛି ଜଣଙ୍କୁ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି। କଲରାପତରିଆକୁ ଧରିବାକୁ ବନବିଭାଗ ଟିମର ଉଦ୍ୟମ ଜାରି ରହିଛି। ଖଇରା ବ୍ଲକ ଗଡ଼ ଗାଁରେ କଲରାପତରିଆ ଆତଙ୍କ ଖେଳିଯାଇଛି। ସ୍ଥାନୀୟ ଅଞ୍ଚଳରେ ଲୋକେ ଭୟଭୀତ ହୋଇଥିବା ଜଣାପଡ଼ିଛି। ବନ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକେ ଘରୁ ନ ବାହାରିବା ପାଇଁ ସତର୍କ କରାଯାଉଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories