www.samajalive.in
Saturday, December 13, 2025
23.1 C
Bhubaneswar

ରାମୋଜୀ ରାଓଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: ମିଡିଆ ବାରନ୍‌, ଇନାଡୁ ଗ୍ରୁପ୍ ଓ ଇଟିିଭି ନେଟ୍‌ୱାର୍କର ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ୮୭ ବର୍ଷ ବୟସରେ ପରଲୋକ ଘଟିଛି । ଗଣମାଧ୍ୟମ, ସିନେମା, ସାହିତ୍ୟ, କୃଷି ଓ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ପଦ୍ମବିଭୂଷଣରେ ସମ୍ମାନିତ କରାଯାଇଥିଲା । ସେ ବିଶ୍ୱର ସର୍ବବୃହତ୍ ଫିଲ୍ମସିଟି “ରାମୋଜି ଫିଲ୍ମସିଟି”ର ପ୍ରତିଷ୍ଠାତା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସ୍ୱର୍ଗତଃ ରାମୋଜୀଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

Hot this week

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

ଲକ୍ଷ୍ମୀଙ୍କ କୃପାରୁ ବିଛା ରାଶିରେ ହେବ ପ୍ରଚୁର ଧନ ବର୍ଷା; ନୂତନ ବର୍ଷରେ ବଦଳିବ ଭାଗ୍ୟ, ସତର୍କ ରୁହନ୍ତୁ

ସମାଜ ଡିଜିଟାଲ ଡେସ୍କ: ଦ୍ରିକ୍‌ ପଞ୍ଚାଙ୍ଗ ଅନୁସାରେ ୨୦୨୬ରେ ମଙ୍ଗଳ ବିଛା...

Related Articles

Popular Categories