www.samajalive.in
Tuesday, December 9, 2025
16.1 C
Bhubaneswar

ସୋନିଆ ଗାନ୍ଧୀ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ନିର୍ବାଚିତ

ଡେସ୍କ: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧିଙ୍କୁ ସର୍ବସମ୍ମତି କ୍ରମେ କଂଗ୍ରେସ ସଂସଦୀୟ ଦଳ, ସିପିପି ଅଧ୍ୟକ୍ଷା ଭାବେ ନିର୍ବାଚିତ କରାଯାଇଛି। ଶନିବାର ସନ୍ଧ୍ୟାରେ ଦଳୀୟ ନେତା ରାଜୀବ ଶୁକ୍ଳା ଗଣମାଧ୍ୟମକୁ କହିଛନ୍ତି ଯେ ସେ ଏହି ପଦ ଗ୍ରହଣ କରିଛନ୍ତି।କଂଗ୍ରେସ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ସର୍ବସମ୍ମତି କ୍ରମେ ଏକ ପ୍ରସ୍ତାବ ପାରିତ କରି ଦଳର ବରିଷ୍ଠ ନେତା ରାହୁଲ ଗାନ୍ଧିଙ୍କୁ ଲୋକସଭାରେ ବିରୋଧୀ ଦଳ ନେତା ଭୂମିକା ଗ୍ରହଣ କରିବାକୁ ଅନୁରୋଧ କରିଛି। ଶନିବାର ନୂଆଦିଲ୍ଲୀରେ ସିଡବ୍ଲ୍ୟୁସି ବୈଠକ ପରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତା କେସି ବେଣୁଗୋପାଳ କହିଛନ୍ତି ଯେ ସିଡବ୍ଲ୍ୟୁସି ବିଶ୍ୱାସ କରେ ଯେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ଏକ ଦୃଢ଼ ଏବଂ ସତର୍କ ବିରୋଧୀ ଗଠନ କରିବ।

ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ, ଦେଖନ୍ତୁ ଭିଡିଓ

- Advertisement -

ଏହି ବୈଠକରେ ଦଳର ବରିଷ୍ଠ ନେତ୍ରୀ ସୋନିଆ ଗାନ୍ଧି, ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories