www.samajalive.in
Saturday, December 6, 2025
26.1 C
Bhubaneswar

ବିରୁଳିଗଡ଼ ରାଜମାତାଙ୍କ ବିୟୋଗ

ଗଞ୍ଜାମ : ଗଞ୍ଜାମ ବ୍ଲକ ଅନ୍ତର୍ଗତ ବିରୁଳି ଗଡ଼ ରାଜମାତା ଶ୍ରୀମତୀ ପ୍ରେମ ମଞ୍ଜରୀ ସିଂହଦେଓ ଙ୍କ ବିରୁଳି ରାଜବାଟିରେ
ଶନିବାର ଦିନ ଭୋରୁ ଦେହନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ତାଙ୍କର ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ସେ ଜଣେ ପରୋଉପକାରୀ, ଧର୍ମ ପରାୟଣ ମହିଳା ଥିଲେ। ବିରୁଳି ରାଜ ସ୍ମଶାନ ରେ ତାଙ୍କର ମୃତଦେହ ସତ୍କାର ହୋଇଥିଲା । ତାଙ୍କର ମୃତ୍ୟୁ ସମୟରେ ତାଙ୍କର ସମସ୍ତ ପୁତ୍ର ସାନ ରାମଚନ୍ଦ୍ରପୁର ପୂର୍ବତନ ସମିତିସଭ୍ୟ ବିଷ୍ଣୁ ସିଂହଦେଓ ସମେତ ଅନ୍ୟ ତିନିପୁତ୍ର , ଆତ୍ମିୟ ସ୍ୱଜ୍ଜନ, ପ୍ରିୟ ପରିଜନ ଉପସ୍ଥିତ ରହିଥିଲେ। ଗଞ୍ଜାମ ବ୍ଲକ ଅଞ୍ଚଳରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିବା ସହ ଶୋକବ୍ୟକ୍ତ କରିଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories