www.samajalive.in
Sunday, December 7, 2025
13.1 C
Bhubaneswar

ଡେନମାର୍କ ପ୍ରଧାନମନ୍ତ୍ରୀଙ୍କୁ ଆକ୍ରମଣ: ଅଭିଯୁକ୍ତ ଗିରଫ

କୋପେନ ହେଗେନ୍‌ : ଶୁକ୍ରବାର ରାତିରେ ଡେନମାର୍କ ପ୍ରଧାନମନ୍ତ୍ରୀ ମେଟ୍ଟି ଫ୍ରେଡେରିକ୍‌ସେନଙ୍କ ଉପରେ ଆକ୍ରମଣ ହୋଇଥିବା ଜଣାପଡିଛି। ତେବେ ଆକ୍ରମଣ ଯୋଗୁଁ ଫ୍ରେଡେରିକ୍‌ସେନ ଆହତ ହୋଇନଥିବା କୁହାଯାଇଛି। ତାଙ୍କ ସୁରକ୍ଷା ଦାୟିତ୍ବରେ ଥିବା ପୁଲିସ ତତ୍‌କ୍ଷଣାତ ଆକ୍ରମଣ କରିଥିବା ବ୍ୟକ୍ତିକୁ ଗିରଫ କରିଛି। ଆକ୍ରମଣର ଉଦ୍ଦେଶ୍ୟ ଜଣାପଡିନଥିବାବେଳେ ଅଭିଯୁକ୍ତକୁ ଜେରା କରାଯାଉଥିବା ଜଣାପଡିଛି। ତେବେ ଏଭଳି ଆକ୍ରମଣ ଯୋଗୁଁ ଫ୍ରେଡେରିକ୍‌ସେନ ମାନସିକସ୍ତରରେ ଆଘାତ ପାଇଛନ୍ତି ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories