www.samajalive.in
Tuesday, December 9, 2025
16.1 C
Bhubaneswar

ଆତଙ୍କୀ ହମଲା, ୧୦ ମୃତ

ନୂଆଦିଲ୍ଲୀ: ଜାମ୍ମୁ-କଶ୍ମୀରରେ ଆତଙ୍କୀ ହମଲା କରାଯାଇଥିବା ସୂଚନା ମିଳିଛି। ଏହି ଆତଙ୍କୀ ହମଲାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୦ରୁ ଅଧିକ ଆହତ ହୋଇଥିବା ଜଣାପଡ଼ିଛି। ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସକୁ ଟାର୍ଗେଟ କରି ଗୁଳିମାଡ଼ ହୋଇଥିଲା। ରିଜି ଜିଲାର ପୋନି ଅଞ୍ଚଳରେ ଆତଙ୍କବାଦୀମାନେ  ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସ ଉପରକୁ ଆଖିବୁଜା ଗୁଳିମାଡ଼ କରିଥିଲେ।

ଆତଙ୍କବାଦୀମାନେ ଗୁଳିମାଡ଼ କରିବାରୁ ବସଟି ତଳକୁ ଖସି ପଡ଼ିଥିଲା।  ଗୁଳି ମାଡ଼ ପରେ ବସ୍‌ ଚାଳକ ଭୟଭୀତ ହୋଇପଡ଼ିବାରୁ ଭାରସାମ୍ୟ ହରାଇ ଘାଟିରେ ଖସି ପଡ଼ିଥିଲା। ଫଳରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୩ ଜଣ ଗୁରୁତର ଆହତ ହୋଇଥିଲେ। ଖବର ପାଇ ପୁଲିସ୍‌ ଟିମ୍‌ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ବରାନ୍ବୀତ କରିଥିଲେ।  ଆହତମାନଙ୍କୁ ଉଦ୍ଧାର ପରେ ନାରାୟଣ ମେଡ଼ିକାଲ୍‌ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories