www.samajalive.in
Monday, December 15, 2025
16.1 C
Bhubaneswar

ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମାନେ ତୃତୀୟ ଥର ଶପଥ ନେବା ପରେ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ମୋଦୀଙ୍କ ନେତୃତ୍ୱରେ ଦେଶ ବିକାଶ ନୂଆ ପାହାଚରେ ପହଞ୍ଚିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ। ଓଡ଼ିଶା ତିନି ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ନବୀନ ପଟ୍ଟନାୟକ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories