www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡିଲେ ଭକ୍ତ ଦାସ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଭକ୍ତ ଦାସ। ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ଯୋଗୁଁ ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଛନ୍ତି। କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସ ନିଯୁକ୍ତ ହୋଇଥିଲେ।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories