www.samajalive.in
Sunday, December 7, 2025
16.1 C
Bhubaneswar

ରାଜ୍ୟରେ ଅଂଶୁଘାତ ନେଲାଣି ୪୧ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ୪୧ରେ ପହଞ୍ଚିଛି। ଏନେଇ ଏସଆରସିଙ୍କ ରିପୋର୍ଟରେ ଉଲ୍ଲେଖ ରହିଛି। ଅନ୍ୟ ୭୩ ଜଣଙ୍କ ମୃତ୍ୟୁର ତଦନ୍ତ ଚାଲିଛି। କିଛି ମୃତଦେହକୁ ପରିବାର ଲୋକେ ବ୍ୟବଚ୍ଛେଦ ନକରି ନେଇ ଯାଉଛନ୍ତି। ଜୁନ୍ ୯ରେ ୧୬ଟି ଅଂଶୁଘାତ ମାମଲା ସାମ୍ନାକୁ ଆସିଛି। ଚଳିତ ବର୍ଷ ଏଯାଏଁ ୨୨୬୯ ଅଂଶୁଘାତ ରୋଗୀ ଚିକିତ୍ସା ପାଇଛନ୍ତି। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି। ପୂର୍ବରୁ ୧୫୧ ଜଣଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା।

ସବୁବେଳେ ଏସିରେ ରହିଲେ ତ୍ୱଚା ଉପରେ ପଡେ କି କି ପ୍ରଭାବ: କେମିତି ପାଇବେ ରକ୍ଷା..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories