www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଆସିବ ମୁଖ୍ୟମନ୍ତ୍ରୀଙ୍କ ନାଁ !ଦୌଡ଼ରେ ଆଗୁଆ ସୁରେଶ, ମନମୋହନ

ଭୁବନେଶ୍ବର : ଖୁବ୍ ଶୀଘ୍ର ରାଜ୍ୟକୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ। ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ। ଆଜି ଓଡିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଥଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳର ବୈଠକ ଅନୁଷ୍ଠିତ ହେବ। ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ , ସେ ନେଇ ହଟିବ ସସ୍‌ପେନ୍ସ। ବିଜେପି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିପାରେ। ତେବେ ବିଧାୟକଙ୍କ ମଧ୍ୟରୁ କାହା ନାଁରେ ମୋହର ବାଜିବ ତାକୁ ନେଇ କଳ୍ପନା ଯଳ୍ପନା ଲାଗିରହିଛି। ବିଧାୟକ ସୁରେଶ ପୂଜାରୀ ଏବଂ ରାଜ୍ୟ ସଭାପତି ମନମୋହଲ ସାମଲଙ୍କ ନାଁ ଚର୍ଚ୍ଚାରେ ସବୁଠୁ ଆଗରେ ରହିଛି। ଏହାସହ ଉପମୁଖ୍ୟମନ୍ତ୍ରୀ ଆସନରେ ବି ବିଧାୟକ ମୋହନ ଚରଣ ମାଝି ଏବଂ ଜୟନାରାୟଣ ମିଶ୍ରଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗିରହିଛି। କେବଳ ବିଜେପି ନେତା ଓ କର୍ମୀ ନୁହଁନ୍ତି । ସାରା ରାଜ୍ୟବାସୀ  ଏ ବିଷୟରେ ଜାଣିବା ପାଇଁ ଚାହିଁ ବସିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories