www.samajalive.in
Sunday, December 7, 2025
15.1 C
Bhubaneswar

ନକ୍ସଲଙ୍କ ଯୋଜନା ପଣ୍ଡ: ସ୍ପାଇକ୍ ହୋଲ୍ ଠାବ କଲେ ଯବାନ

ମାଲକାନଗିରି: ନକ୍ସଲଙ୍କ ବଡଧରଣର ଯୋଜନା ପଣ୍ଡ ହୋଇଛି। ସୀମାନ୍ତ ଜଙ୍ଗଲରେ ସ୍ପାଇକ୍ ହୋଲ୍ ଠାବ କଲେ ଯବାନ। ତେଲେଙ୍ଗାନା ଭଦ୍ରାଡି କଥାଗୁଡୁମ୍ ଜିଲ୍ଲା ପୁସୁଗୁପା ଜଙ୍ଗଲରେ ଏହାକୁ ଠାବ କରାଯାଇଛି। ସର୍ଚ୍ଚ ଅପରେସନ୍ ବେଳେ ୪ ହଜାର ୩୯୬ଟି ଲୁହାର ସ୍ପାଇକ ଜବତ ହୋଇଛି। ଛତିଶଗଡ ଏବଂ ତେଲେଙ୍ଗାନା ପୁଲିସ୍ ସର୍ଚ୍ଚ ଅପରେସନ୍ କରୁଥିବାବେଳେ ଏଗୁଡିକୁ ଠାବ କରାଯାଇଛି। ଯବାନ ଏବଂ ସ୍ଥାନୀୟ ଲୋକଙ୍କୁ ଟାର୍ଗେଟ୍ କରି ଏଗୁଡିକୁ ଖଞ୍ଜା ଯାଇଥିବା ସନ୍ଦେହ କରାଯାଉଛି। ଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ ହେବା ପରେ ସର୍ଚ୍ଚ ଅପେରେସନ ଜାରି ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories