www.samajalive.in
Sunday, December 7, 2025
14.1 C
Bhubaneswar

ଟ୍ରେନ୍ ଲାଇନ୍‌ ନିକଟରେ ବୃଦ୍ଧ ଦମ୍ପତିଙ୍କ ମୃତଦେହ

କଣ୍ଟାବାଞ୍ଜି: ଟ୍ରେନ୍ ଲାଇନ୍ ନିକଟରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତୁରେକେଲା ଷ୍ଟେସନ ନିକଟରେ ଉଭୟଙ୍କ ମୃତଦେହ ପଡିଥିଲା। ମୃତ ଦମ୍ପତି ଲାଠୋର ଥାନା ଅଞ୍ଚଳର ବୋଲି ଜଣାପଡିଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି। ସେପଟେ କୋରାପୁଟ ଜିଲ୍ଲା ଟାଉନ ଥାନା ଲାଣ୍ଡିଗୁଡା ନୂଆ କଲୋନୀ  ରେଳ ଲାଇନରୁ ମଧ୍ୟ ଯବାନଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ୍ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories