www.samajalive.in
Tuesday, December 9, 2025
17.1 C
Bhubaneswar

ଜୁନ୍‌‌ ୧୩ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଭୁବନେଶ୍ୱର: ଆସନ୍ତା ୧୩ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ସାମ୍ବାଦିକ ମାନେ ଲୋକସେବା ଭବନକୁ ଯିବା ଉପରେ କଟକଣା ଲଗାଇଥିଲେ ବିଜେଡି ସରକାର। ୨୦୨୦ ମାର୍ଚ୍ଚ ମାସ କରୋନା କାଳରୁ ଏହି କଟକଣା ଲାଗିରହିଥିଲା। ଏହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ପାଇଁ ଅନୁମତି ମିଳିବା ଉଚିତ ବୋଲି ଦାବି କରିଥିଲା। ଜୁନ ୧୨ରେ ରାଜ୍ୟରେ ବିଜେପି ସରକାର ଗଠନ ହେବ। ୧୨ରେ ନୂଆ ସରକାର ଶପଥ ନେବା ପରେ ୧୩ରେ ସାମ୍ବାଦିକ ମାନଙ୍କ ଲାଗି ଲୋକସେବା ଭବନ ଖୋଲା ରହିବ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories