www.samajalive.in
Sunday, December 7, 2025
18.1 C
Bhubaneswar

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ; ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର : ଜୁନ୍ ୧୨ ଅର୍ଥାତ ବୁଧବାର ବିଜେପି ସରକାରର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିବାକୁ ବିଜେପିର ୫ ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି। ବିଜେପିର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି।

ଶପଥ ସମାରୋହ: ୫ ଘଣ୍ଟାର ଟ୍ରାଫିକ୍ କଟକଣା, ସୁରକ୍ଷାରେ ରହିବେ ୬୭ ପ୍ଲାଟୁନ୍

- Advertisement -

ସୂଚନା ଯୋଗ୍ୟ,ଜୁନ୍ ୧୨ ଅର୍ଥାତ୍ ବୁଧବାର ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ। ଅପରାହ୍ଣ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ ଉତ୍ସବ ହେବ। ୨ଟା ୧୦ରେ ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିବେ। ବିମାନ ବନ୍ଦରରୁ ସିଧା ରାଜଭବନ ଯିବେ ପ୍ରଧାନମନ୍ତ୍ରୀ। ବିଜେପି ସରକାରର ଶପଥ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ।  ରାଜଭବନରୁ ବାହାରି ପ୍ରଧାନମନ୍ତ୍ରୀ ରୋଡ୍ ଶୋ’ କରିବା ପରେ ଜନତା ମଇଦାନ ସମାରୋହରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories