www.samajalive.in
Monday, December 8, 2025
14.1 C
Bhubaneswar

୩୦ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ଵର: ଜୁନ୍ ୩୦ ଯାଏଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ବିଭାଗୀୟ ସଚିବ ଓ ଜିଲାପାଳମାନଙ୍କୁ ସାଧାରଣ ପ୍ରଶାସନ ବିଭାଗ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ପକ୍ଷରୁ ଚିଠି ଜାରି କରାଯାଇଛି। ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟ କ୍ରମଚାଲିବ। ସେଥିପାଇଁ ୩୦ ତାରିଖ ପର୍ଯ୍ୟନ୍ତ କାହାରିକୁ ଛୁଟି ନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ରହିଛି। ଏପରିକି ସରକାରୀ ଛୁଟି ଦିନରେ ମଧ୍ୟ ଅନୁପସ୍ଥିତ ନ ରହିବାକୁ କୁହାଯାଇଛି। କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories