www.samajalive.in
Monday, December 8, 2025
20.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେପି ବିଧାୟକ ଦଳ ବୈଠକ ଶେଷ.. ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ..

ଜୁନ୍ ୩୦ ଯାଏଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ.. ବିଭାଗୀୟ ସଚିବ ଓ ଜିଲାପାଳମାନଙ୍କୁ ସାଧାରଣ ପ୍ରଶାସନ ବିଭାଗ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ପକ୍ଷରୁ ଚିଠି..

- Advertisement -

ବିମାନ ଦୁର୍ଘଟଣାରେ ମାଲାଓ୍ବିର ଉପରାଷ୍ଟ୍ରପତି ସାଲ୍ୟୁଲସ ଚିଲିମା ମୃତ..

ନିଟ୍‌-ୟୁଜି ପରୀକ୍ଷା ଫଳ ବିବାଦ.. କାଉନସେଲିଂ ଓ ପରୀକ୍ଷା ରଦ୍ଦ କରିବାକୁ ମନାକଲେ ସୁପ୍ରିମକୋର୍ଟ.. ଏନଟିଏକୁ ମାଗିଲେ ଜବାବ..

ଜୁନ୍‌‌ ୧୩ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ..

ବଢିଚାଲିଛି ପିଆଜ ଦର.. ଆଗକୁ ଆହୁରି ବଢିବା ଆଶଙ୍କା..

ଭୁବନେଶ୍ୱରରେ ବିଜେପିର ୨ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ.. ବିଜେପିର କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ..

ବିଜେପି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ.. ବିଜେପି ବିଧାୟିକା ପ୍ରଭାତୀ ପରିଡା, ବିଧାୟକ ଆଶ୍ରିତ ପଟ୍ଟନାୟକ, ବିଧାୟକ ପୃଥ୍ବୀରାଜ ହରିଚନ୍ଦନ, ବିଧାୟକ ଇରାଶିସ ଆଚାର୍ଯ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛନ୍ତି..

୧୨ ତାରିଖ ନୂଆ ମୁଖ୍ୟମନ୍ତ୍ରୀ ଶପଥ ସମାରୋହ ଦିନ ଟ୍ରାଫିକ୍ କଟକଣା.. ଦିନ ୨ଟାରୁ ଶପଥ ସମାରୋହ ସରିବା ଯାଏଁ ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡି ଚଳାଚଳ ବନ୍ଦ..

ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ.. ବୁଧବାର ଅଧା ଦିନ ଛୁଟି ରହିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ..

ବୁଧବାର ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ.. ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଲେ ବିଜେପିର ୫ ବରିଷ୍ଠ ନେତା..

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories