www.samajalive.in
Saturday, December 6, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ୱର : ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ..

ଆଜିଠୁ ରାଜ୍ୟରେ ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ..

- Advertisement -

କାଶ୍ମୀର ଡୋଡାରେ ସେନା କ୍ୟାମ୍ପ ଉପରକୁ ଆତଙ୍କବାଦୀ ଆକ୍ରମଣ..

ଆତଙ୍କବାଦୀଙ୍କ ଗୁଳିମାଡ​‌ରେ ଦୁଇ ଯବାନ ଆହତ ହୋଇଥିବା ସୂଚନା..

ଆଜି ଟି-୨୦ରେ ଭାରତ-ଆମେରିକା ମୁକାବିଲା..

ନ୍ୟୁୟର୍କର ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ..

ଉଭୟ ଟିମ ୨ଟି ଲେଖାଏଁ ମ୍ୟାଚ ଜିତିଛନ୍ତି..

୩ୟ ମ୍ୟାଚ ଜିତି ସୁପର-୮ରେ ସ୍ଥାନ ସୁରକ୍ଷିତ ପାଇଁ ଉଦ୍ୟମ କରିବେ..

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ..

ବିଜେପି ସରକାର ଗଠନ ହେବା ପରେ ପ୍ରଥମ କ୍ୟାବିନେଟ ବୈଠକ..

କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଉପରେ ବାଜିପାରେ ମୋହର..

ନବୀନ ନିବାସରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ..

ଜମ୍ମୁ ରିଆସିରେ ତୀର୍ଥଯାତ୍ରୀ ବସ୍ ଉପରେ ଆକ୍ରମଣ ଘଟଣା..

ଆତଙ୍କବାଦୀଙ୍କ ସ୍କେଚ୍ ଜାରି, ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କା..

ପୁରୀରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ..

ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି..

ପୱନ କଲ୍ୟାଣ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ..

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ..

ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ଉପସ୍ଥିତ..

ପୂର୍ବ ପୁରୁଷଙ୍କ ଆଶୀର୍ବାଦରେ ଖୋଲେ ବନ୍ଦ ଭାଗ୍ୟର ତାଲା ; ଜାଣନ୍ତୁ କେମିତି କରିବେ ପ୍ରସନ୍ନ..

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories