www.samajalive.in
Friday, December 5, 2025
20.1 C
Bhubaneswar

ଶପଥ ଗ୍ରହଣ ପରେ ପ୍ରଧାନମନ୍ତ୍ରୀଙ୍କ ସହ ଏମିତି କଲେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ..

ନୂଆଦିଲ୍ଲୀ : ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ର ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ। ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବା ମାତ୍ରେ ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଥିଲେ। ଏହାପରେ ହସି କରି ପ୍ରଧାନମନ୍ତ୍ରୀଙ୍କ ସହ ହାତ ମିଳାଇଥିଲେ। ଏହି ସମୟରେ ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ନେବା ପାଇଁ ପାଦ ଆଡକୁ ନଇଁବା ସମୟରେ ପ୍ରଧାନମନ୍ତ୍ରୀ ତାଙ୍କୁ କୋଳାଇ ନେଇଥିଲେ। ମଞ୍ଚରେ ଚନ୍ଦ୍ରବାବୁ ନାଇଡୁ ଓ ପ୍ରଧାନମନ୍ତ୍ରୀ ମୋଦୀ ପ୍ରାୟ ୨୦ ସେକେଣ୍ଡ ପର୍ଯ୍ୟନ୍ତ କୋଳାଇ ନେଇଥିଲେ।

ଗାଡି ପଛେ ପଛେ ଦୌଡି ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଏପରି କହିଲେ ମହିଳା..

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories