www.samajalive.in
Monday, December 8, 2025
14.1 C
Bhubaneswar

ଉତ୍ତରକାଶୀରେ ଖାଇକୁ ଖସିଲା ତୀର୍ଥଯାତ୍ରୀ ବସ, ୩ ମହିଳା ମୃତ

ଡେସ୍କ: ଉତ୍ତରାଖଣ୍ଡ ଗଙ୍ଗୋତ୍ରୀଧାମ ଦର୍ଶନ କରି ଫେରୁଥିବା ଚାରିଧାମ ତୀର୍ଥଯାତ୍ରୀଙ୍କ ଏକ ବସ ଖାଇକୁ ଖସି ପଡିବା ଫଳରେ ୩ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଖାଇ ୨୦ ମିଟର ଗଭୀର। ବସରେ ପ୍ରାୟ ୨୯ଜଣ ଲୋକ ଥିଲେ ଏବଂ ସମସ୍ତେ ଉତ୍ତର ପ୍ରଦେଶ, ଦିଲ୍ଲୀ ଓ ମୁମ୍ବାଇର ବୋଲି ଜଣାପଡ଼ିଛି। ଏଥିରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories