www.samajalive.in
Monday, December 8, 2025
20.1 C
Bhubaneswar

ଭାରତ-ପାକ୍‌‌ ସୀମାନ୍ତରେ ଯବାନଙ୍କୁ ଭେଟିବେ ଉପରାଷ୍ଟ୍ରପତି

ଡେସ୍କ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଆସନ୍ତାକାଲି (ଜୁନ ୧୩) ଜୈସଲମେର ଗସ୍ତ କରିବେ। ଏହି ଦୁଇ ଦିନିଆ ଗସ୍ତ ସମୟରେ ଶ୍ରୀ ଧନଖଡ ଭାରତ-ପାକ ଅନ୍ତର୍ଜାତୀୟ ସୀମା ନିକଟକୁ ଯାଇ ସେଠାରେ ସୀମା ସୁରକ୍ଷା ଦାୟିତ୍ୱରେ ଥିବା ଯବାନଙ୍କୁ ଭେଟିବେ। ଏହାସହିତ ସେ ମାତାଙ୍କ ମନ୍ଦିରରେ ସ୍ୱତନ୍ତ୍ର ପୂଜା କରିବେ। ଉପରାଷ୍ଟ୍ରପତି ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଜୈସଲମେର ଯିବେ ଏବଂ ସେଠାରେ ସେ ଡାବଲା ସ୍ଥିତ ବିଏସଏଫ ମୁଖ୍ୟାଳୟ ଯିବେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories