www.samajalive.in
Monday, December 8, 2025
27.1 C
Bhubaneswar

୨୪ରୁ ଲୋକସଭା ଅଧିବେଶନ

ନୂଆଦିଲ୍ଲୀ : ଜୁନ୍ ୨୪ରୁ ଲୋକସଭା ଅଧିବେଶନ। ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଜୁନ୍ ୨୪ରୁ ଆରମ୍ଭ ହୋଇ ଜୁଲାଇ ୩ରେ ଶେଷ ହେବ । ଏ ନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ । ଏହି ଅଧିବେଶନ କାଳରେ ନୂଆ ସାଂସଦମାନଙ୍କ ଶପଥ ଗ୍ରହଣ ହେବ । ଏବଂ ନୂଆ ବାଚସ୍ପତି ନିର୍ବାଚନ କରାଯିବ। ସେହିପରି ଜୁନ୍ ୨୭ରୁ ରାଜ୍ୟସଭାର ଅଧିବେଶନ ଆରମ୍ଭ ହେବ। ଏହିି ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ। ସପ୍ତଦଶ ଲୋକସଭାର ଶେଷ ଅଧିବେଶନ ଜାନୁଆରୀ ୩୧ରୁ ଫେବୃଆରୀ ୧୦ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories