www.samajalive.in
Sunday, December 7, 2025
26.1 C
Bhubaneswar

ଅରୁଣାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ, ଚାଓନା ମୀନ୍‌ ଉପମୁଖ୍ୟମନ୍ତ୍ରୀ

ଇଟାନଗର: ବିଜେପି ନେତା ପେମା ଖାଣ୍ଡୁ ପୁଣି ଥରେ ଅରୁଣାଚଳପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗୁରୁବାର ରାଜ୍ୟପାଳ କେ.ଟି. ପରନାଇକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ନେତାମାନଙ୍କ ଉପସ୍ଥିତିରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେହିପରି ଚାଓନା ମୀନ୍‌ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଖାଣ୍ଡୁଙ୍କ ସହ ୧୧ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗତକାଲି ପେମା ଖାଣ୍ଡୁ ସର୍ବସମ୍ମତିକ୍ରମେ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ।

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories