www.samajalive.in
Friday, December 12, 2025
27.1 C
Bhubaneswar

ବଜ୍ରପାତରେ ଜଣେ ମୃତ

ପାଟଣା : ଘଟଗାଁ ବ୍ଲକ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ଚିକିଣିଆ ଗ୍ରାମର ସନୁ ନାଏକ (୪୪) ଙ୍କର ବଜ୍ରପାତ ରେ ମୃତ୍ୟୁ ଘଟିଛି l ଆଜି ଅପରାହ୍ନରେ କାଳବୈଶାଖୀ ବର୍ଷା, ପବନ ସାଙ୍ଗକୁ ଘନଘନ ବଜ୍ରପାତ ହେବା ସମୟରେ ପାଖାପାଖି ୩ ଟା ସମୟରେ ବଜ୍ରପାତ ହେବା ସମୟରେ ତାଙ୍କର ମୃତ୍ୟୁ ଘଟିଛି l ବାହାରକୁ ଯାଇଥିବା ସନୁ ପବନ ଘଡଘଡି ହେବା ଯୋଗୁଁ ଘରକୁ ଫେରି ଆସୁଥିବା ସମୟରେ ତାଙ୍କ ଘର ଦୁଆର ମୁହଁରେ ବଜ୍ରପାତ ହୋଇଥିଲା l ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories