www.samajalive.in
Sunday, December 7, 2025
26.1 C
Bhubaneswar

କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର: ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କରିଛନ୍ତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାବେ ରାଜଭବନରେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ରାଜା ସ୍ୱାଇଁ ଏହି ଦାୟିତ୍ୱ ନେବା ପରେ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଧାୟକଙ୍କୁୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ତାଙ୍କୁ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇବାକୁ ପ୍ରସ୍ତାବ ଦେଇଥିଲେ। ଆସନ୍ତା ୧୮ ଓ ୧୯ ତାରିଖରେ ବିଧାୟକମାନଙ୍କୁ ଶପଥଗ୍ରହଣ କରାଯିବ। ଏହାପରେ ୨୦ ତାରିଖରେ ବିଧାନସଭାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ସୁଚାରୂ ରୂପେ ତୁଲାଇବେ ବୋଲି କହିଛନ୍ତି ରାଜା ସ୍ୱାଇଁ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories