www.samajalive.in
Sunday, December 7, 2025
14.1 C
Bhubaneswar

ଜଳିଗଲା କାର, ୨ ଆହତ

କରଞ୍ଜିଆ: ଗଛରେ ପିଟି ହୋଇ ଜଳିଗଲା କାର, ୩ ଆହତ। ଠାକୁରମୁଣ୍ଡା ଥାନା ଚମକପୁର ନିକଟରେ ଗଛକୁ ଧକ୍କା ଦେଇ କାର ଜଳିଯାଇଥିଲା। ଜଳୁଥିବା କାର ଭିତରେ ୩ଜଣ ଯୁବକ ଫଶି ରହିଥିଲେ। ସ୍ଥାନୀୟ ଲୋକେ କାର ଭିତରେ ଫଶି ରହିଥିବା ୩ ଯୁବକଙ୍କୁ ତୁରନ୍ତ ଉଦ୍ଧାର କରିବାରୁ ସେମାନଙ୍କ ଜୀବନ ବଞ୍ଚିଯାଇଥିଲା। ତେବେ ଏହି ଦୁର୍ଘଟଣାରେ ସେମାନେ ଆହତ ହୋଇଥିଲେ। ଦୁର୍ଘଟଣାର ଆହତ ହୋଇଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories