www.samajalive.in
Wednesday, December 10, 2025
23.1 C
Bhubaneswar

ରାସ୍ତାକଡ଼ ଗଛକୁ ଧକ୍କା ଦେଲା ଓଏସଆରଟିସି ବସ, ୫ ଆହତ

ଭଞ୍ଜନଗର: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସଆରଟିସି) ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ ଦୁର୍ଘଟଣାରେ ୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବେଲଗୁଣ୍ଠା ଥାନା ବାଣତୁମ୍ବ ନିକଟରେ ଓଏସଆରଟିସି ବସ ରାସ୍ତାକଡ଼ ଗଛକୁ ଧକ୍କା ଦେଇଥିଲା। ଫଳରେ ୫ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଅନ୍ୟଯାତ୍ରୀମାନଙ୍କୁ ବସରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ଓଏସଆରଟିସି ବସଟି  ଭୁବନେଶ୍ବରରୁ ବାଲିଗୁଡ଼ା ଯାଉଥିଲା ଏବଂ ଏହି ବସରେ ୪୦ରୁ ଅଧିକ ଯାତ୍ରୀ ଥିଲେ ବୋଲି ସୂଚନା ମିଳଛି।

Hot this week

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

Related Articles

Popular Categories