www.samajalive.in
Wednesday, December 10, 2025
23.1 C
Bhubaneswar

କଟକରେ ବୋମାମାଡ଼, କ୍ୟାଣ୍ଟନମେଣ୍ଟ ପୁଲିସର ତନାଘନା

କଟକ: କଟକରେ ପୁଣି ଘଟିଛି ଆଉ ଏକ ଅଘଟଣ। ଏକ ମୋଟରସାଇକଲରେ ଆସି ଦୁଇଜଣ ଦୁର୍ବୁତ୍ତ ମିଶନ ରୋଡ ଚର୍ଚ୍ଚକୁ ଲକ୍ଷ୍ୟ କରି ବୋମା ଫିଙ୍ଗିଥିବା ସୂଚନା ମିଳିଛି।  ମିଶନ ରୋଡ ଚର୍ଚ୍ଚ କ୍ୟାମ୍ପସରେ ବୋମାମାଡ଼ କରି ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଦୁର୍ବୁତ୍ତ ଚମ୍ପଟ ମାରିଛନ୍ତି। ଖବର ପାଇ ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ପୁଲିସ ପହଞ୍ଚି ଛାନଭିନ ଜାରି ରଖିଛି। କିଏ ଓ କାହିଁକି ବୋମାମାଡ଼ କରିଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Hot this week

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

Related Articles

Popular Categories