www.samajalive.in
Saturday, December 6, 2025
14.1 C
Bhubaneswar

୨ ଜଣଙ୍କ ଘର ଭାଙ୍ଗିଲା ବଣୁଆ ହାତୀ

ସମ୍ବଲପୁର: ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ ବୀରସିଂହଗଡ ପଞ୍ଚାୟତର ବସିଆପଡାଠାରେ ବଣୁଆହାତୀ ଉପଦ୍ରବ କରି ଗ୍ରାମର ୨ ଜଣଙ୍କ ଘର ଭାଙ୍ଗିଥିବା ଚନା ମିଳିଛି। ସ୍ଥାନୀୟ ଅଞ୍ଚଳରେ ବହୁମାସ ହେବ ବଣୁଆ ହାତୀଙ୍କ ଉପଦ୍ରବ ଲାଗି ରହିଥିବା ବେଳେ ଗ୍ରାମର ମଛିନ୍ଦ୍ର ଭୋଇ ଓ ଉର୍ବଳି ଭୋଇଙ୍କ ଘରକୁ ଭାଙ୍ଗିବା ସହ ବ୍ୟାପକ କ୍ଷୟକ୍ଷତି କରିଥିବା ନେଇ ସୂଚନା ମିଳିଛି।

ଶକ୍ରୁବାର ବନ ବିଭାଗ ପକ୍ଷରୁ ଏକ ଟିମ ଆସି କ୍ଷତିଗ୍ରସ୍ତ ପରିବାରଙ୍କ ଘରକୁ ଯାଇ କ୍ଷୟକ୍ଷତି ନେଇ ଆକଳନ କରିଛନ୍ତି। ଅନ୍ୟ ପକ୍ଷରେ ସ୍ଥାନୀୟ ଗ୍ରାମାଞ୍ଚଳରେ ବାରମ୍ବାର ହାତୀ ଉପଦ୍ରବ ଘଟଣା ବୃଦ୍ଧି ପାଇଥିବା ବେଳେ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଜନ ଅସନ୍ତୋଷ ତେଜିବାରେ ଲାଗିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories