www.samajalive.in
Tuesday, December 9, 2025
23.1 C
Bhubaneswar

ମୁମ୍ବଇରେ ଅଘଟଣ: ନିର୍ମାଣାଧୀନ କୋଠା ଭୁଶୁଡ଼ି ୨ ମୃତ

ମୁମ୍ବଇ : ମୁମ୍ବଇର ଆଣ୍ଟପ ହିଲ୍‌ଠାରେ ଏକ ଚାରି ମହଲା ବିଶିଷ୍ଟ ନିର୍ମାଣାଧୀନ କୋଠାଘରର ଏକ ଅଂଶ ଭୁଶୁଡି ପଡିବାରୁ ୨ ଜଣ ମହିଳା ପ୍ରାଣ ହରାଇଛନ୍ତି। ଅଗ୍ନିଶମ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଧ୍ବଂସସ୍ତୂପ ତଳୁ ଦୁଇଟି ମୃତଦେହ ଉଦ୍ଧାର କରିଛନ୍ତି। ଉକ୍ତ କୋଠାଘରର ପାଚେରି ଏବଂ ପ୍ରଥମ ମହଲା ବାଲକୋନୀ ଭୁଶୁଡି ପଡିଥିବାବେଳେ ଆଉ କେତେକ ଅଂଶ ବିପଜ୍ଜନକ ଭାବେ ଝୁଲି ରହିଛି। ତେଣୁ ମାଟି ଅତଡା ପରିଷ୍କାର ନ ହେବା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ପୌର ପ୍ରଶାସନ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories