www.samajalive.in
Monday, December 8, 2025
13.1 C
Bhubaneswar

ଜମ୍ମୁ-କଶ୍ମୀରରେ ସୁରକ୍ଷା ସ୍ଥିତି ଓ ଅମରନାଥ ଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ଅମିତ ଶାହ

ଡେସ୍କ: ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତି ଏବଂ ଅମରନାଥ ଯାତ୍ରା ପାଇଁ ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବେ। ଏହି ବୈଠକରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, କେନ୍ଦ୍ର ଗୃହ ସଚିବ, ସେନା, ପୁଲିସ, ଜମ୍ମୁ-କଶ୍ମୀର ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ। ଗତ ଶୁକ୍ରବାର ଦିନ ନୂଆଦିଲ୍ଲୀରେ ଗୃହ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକରେ ଶ୍ରୀ ଶାହା ଜମ୍ମୁ-କଶ୍ମୀର ସୁରକ୍ଷା ସ୍ଥିତିର ସମୀକ୍ଷା କରିଥିଲେ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories