www.samajalive.in
Sunday, December 14, 2025
15.1 C
Bhubaneswar

ମୋଦୀଙ୍କ ତୃତୀୟ ପାଳିର ପ୍ରଥମ ‘ମନ୍ କି ବାତ୍’, ଜୁନ ୩୦ରେ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ୩୦ତାରିଖରେ ଆକାଶବାଣୀରେ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀ ଓ ବିଦେଶରେ ରହୁଥିବା ଭାରତୀୟଙ୍କ ସହ ଭାବ ବିନିମୟ କରିବେ। ଏହା ମାସିକ ରେଡିଓ କାର୍ଯ୍ୟକ୍ରମର ୧୧୧ତମ ଭାଗ ହେବ ଏବଂ ଶ୍ରୀ ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ଏହା ପ୍ରଥମ ଥର ପାଇଁ ପ୍ରସାରିତ ହେବ।

ଭଡା ଘରୁ ମିଳିଲା କନିଷ୍ଠ କିରାଣିଙ୍କ ମୃତଦେହ

- Advertisement -

​ଆଗ୍ରହୀ ଲୋକମାନେ ଟୋଲ୍ ଫ୍ରି ନମ୍ବର ୧୮୦୦-୧୧-୭୮୦୦ ଜରିଆରେ ଆଗାମୀ କାର୍ଯ୍ୟକ୍ରମ ପାଇଁ ନିଜର ମତାମତ ଓ ପରାମର୍ଶ ଦାଖଲ କରିପାରିବେ। ନରେନ୍ଦ୍ର ମୋଦି ଆପ୍ କିମ୍ବା ମାଇଗଭ ଓପନ୍ ଫୋରମ୍ ଜରିଆରେ ମଧ୍ୟ ଲୋକମାନେ ଅନଲାଇନରେ ନିଜର ମତାମତ ସେୟାର କରିପାରିବେ। ଆଗାମୀ ଏପିସୋଡ୍ ପାଇଁ ସମସ୍ତ ପରାମର୍ଶ ଚଳିତ ମାସ ୨୮ତାରିଖ ପର୍ଯ୍ୟନ୍ତ ଗ୍ରହଣ କରାଯିବ।

ସିକିମରେ ପ୍ରବଳ ବର୍ଷା, ୧୨୦୦ ପର୍ଯ୍ୟଟକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି

‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଆକାଶବାଣୀ ଓ ଦୂରଦର୍ଶନ, ଆକାଶବାଣୀ ସମ୍ବାଦ ୱେବସାଇଟ୍ ଏବଂ ନ୍ୟୁଜ ଅନ ଏୟାର ମୋବାଇଲ୍ ଆପର ସମସ୍ତ ନେଟୱାର୍କରେ ପ୍ରସାରିତ ହେବ। ଏହାକୁ ଏଆଇଆର ନ୍ୟୁଜ୍, ଡିଡି ନ୍ୟୁଜ୍, ପିଏମ୍ଓ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ୟୁଟ୍ୟୁବ୍ ଚ୍ୟାନେଲରେ ସିଧା ପ୍ରସାରଣ କରାଯିବ।

ପାଣି ପାଇଁ ଡହଳବିକଳ ଦିଲ୍ଲୀବାସୀ, ଟ୍ୟାଙ୍କର ଆସିବା କ୍ଷଣି ଚଢ଼ିଯାଉଛନ୍ତି ଲୋକେ, ପାଇପଲାଇନ ସୁରକ୍ଷା ପାଇଁ ପୁଲିସ ସହାୟତା ଲୋଡ଼ିଲେ ମନ୍ତ୍ରୀ

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories