www.samajalive.in
Sunday, December 14, 2025
16.1 C
Bhubaneswar

ଦିବଂଗତ ସେବା ପ୍ରମୁଖଙ୍କ ପରିବାରକୁ ଭେଟିଲେ ବିଧାୟକ

ପାଟଣା: ପାଟଣା ବ୍ଲକ ମୁଖ୍ୟାଳୟ ମାଧପୁର ବାସିନ୍ଦା ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ ସେବା ପ୍ରମୁଖ ଲମ୍ବୋଦର ମହାନ୍ତ(୫୦)ଙ୍କର ଗତ ୧୧ ତାରିଖ ହୃଦଘାତରେ ଅକାଳ ବିୟୋଗ ଘଟିଥିଲା। ଆଜି ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ମାଧପୁର ଗ୍ରାମର ସ୍ବର୍ଗତ ମହାନ୍ତଙ୍କ ଘରକୁ ଆସି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ପରିବାରର ଭଲ ମନ୍ଦ ବିଷୟରେ ସ୍ବର୍ଗତ ମହାନ୍ତଙ୍କ ପତ୍ନୀ ପୁରବୀ ମହାନ୍ତଙ୍କ ସହ କଥାବାର୍ତ୍ତା ହୋଇ ତାଙ୍କୁ ସେ ଆଶ୍ୱାସନା ଦେଇଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories