www.samajalive.in
Monday, December 8, 2025
17.1 C
Bhubaneswar

ପୁରୀ ଉତରଣା ମଠ ସାହି ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ : ପୁରୀ ସଦର ଥାନା ଅନ୍ତର୍ଗତ ଉତରଣା ମଠ ସାହି ହାଇସ୍କୁଲ ପଛ ପଟୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ନାମ ପ୍ରଦୀପ ମଲ୍ଲିକ ଓରଫ ବାପି। ପଥରରେ ଛେଚି ତାଙ୍କୁ ଅତି ନିର୍ମମ ଭାବେ ବିଳମ୍ବିତ ରାତିରେ ହତ୍ୟା କରାଯାଇଛି ବୋଲି ଜଣାପଡିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ପଶ୍ଚିମବଙ୍ଗ ଦାର୍ଜିଲିଂରେ ବଡ ଟ୍ରେନ୍ ଦୁର୍ଘଟଣା ; ଏଯାଏଁ ୫ ମୃତ,୨୫ ଆହତ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories