www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରେନ ଦୁର୍ଘଟଣା: ସହାୟତା ନମ୍ବର ଜାରି କଲା ରେଳପଥ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ କାଞ୍ଚନଜଙ୍ଗା ଏକ୍ସପ୍ରେସର ଲୋକୋ ପାଇଲଟଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଯାବତ ୧୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ରେଳପଥ ପକ୍ଷରୁ ସହାୟତା ନମ୍ବର ଜାରି କରାଯାଇଛି।
୦୩୩-୨୩୫୦୮୭୯୪
୦୩୩-୨୩୮୩୩୨୬
୦୩୬୧୨୭୩୧୬୨୧
୦୩୬୧୨୭୩୧୬୨୨
୦୩୬୧୨୭୩୧୬୨୩
୦୩୬୭୪୨୬୩୯୫୮
୦୩୬୭୪୨୬୩୮୩୧
୦୩୬୭୪୨୬୩୧୨୦
ଏହି ସବୁ ନମ୍ବରରେ ଯୋଗାଯୋଗ କରିବାକୁ ରେଳପଥ ପକ୍ଷରୁ କୁହାଯାଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories