www.samajalive.in
Monday, December 8, 2025
17.1 C
Bhubaneswar

ଜୁନ୍‌‌ ୧୮ ଓ ୧୯ରେ ଶପଥ ନେବେ ବିଧାୟକ: ବିଧାନସୌଧ ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି


ଭୁବନେଶ୍ୱର: ଜୁନ୍‌‌ ୧୮ ଓ ୧୯ ତାରିଖରେ ଶପଥ ନେବେ ନବ ନିର୍ବାଚିତ ବିଧାୟକ। ଏହାପରେ ୨୦ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଏହି ତିନି ଦିନିଆ ବିଧାନସଭା ଅଧିବେଶନ ପାଇଁ ବିଧାନସୌଧ ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ ଡିଜିପି ଅରୁଣ ଷଡଙ୍ଗୀ। ଗୃହ ଭିତରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯିବା ସହ କେବଳ ପାସ୍‌‌ ଧାରୀ ଗୃହ ମଧ୍ୟକୁ ପ୍ରବେଶ କରିପାରିବେ। ଏହାସହିତ ବିଧାନସଭା ପରିସରରେ ୭୫ଜଣ ପୁଲିସ ଅଧିକାରୀଙ୍କ ସହ ମୁତୟନ ହେବେ ୮ ପ୍ଲାଟୁନ ଫୋର୍ସ। ସୁରକ୍ଷା ବ୍ୟବସ୍ଥାର ଦାୟିତ୍ୱରେ ରହିଛନ୍ତି ପୁଲିସ କମିଶନର ସଞ୍ଜିବ ପଣ୍ଡା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories