www.samajalive.in
Monday, December 8, 2025
27.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଏକାଧିକ ଜିଲାରେ ସକାଳୁଆ ସ୍କୁଲ.. କେନ୍ଦୁଝର, ଦେବଗଡ଼, ଜଗତସିଂହପୁର, ଅନୁଗୁଳ, ଖୋର୍ଦ୍ଧାରେ ସକାଳୁଆ ସ୍କୁଲ..

ଗଞ୍ଜାମ ଜିଲାରେ ୨୦ ତାରିଖ ଯାଏଁ ସ୍କୁଲ ଛୁଟି..

- Advertisement -

ଆସନ୍ତାକାଲି ବାଲେଶ୍ଵର ଜିଲାରେ ସବୁ ସ୍କୁଲ ଛୁଟି ରହିବ.. ୧୯ ତାରିଖରୁ ସବୁ ସ୍କୁଲ ସକାଳୁଆ ଖୋଲିବାକୁ ନିର୍ଦେଶ ଜାରି..

ଖରାଛୁଟିକୁ ନେଇ ବଡ ଘୋଷଣା.. ପାଗ ଦେଖି ଖୋଲିବ ସ୍କୁଲ.. ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ନିଷ୍ପତ୍ତି ବଦଳିଲା.. ପାଗକୁ ଦେଖି ସମ୍ପୃକ୍ତ ଜିଲାର ଜିଲାପାଳମାନେ ନିଷ୍ପତ୍ତି ନେବେ ବୋଲି ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ..

ଆଜି ପରି ଆଗାମୀ ଦୁଇ ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି.. ଜୁନ ୧ ତାରିଖରୁ ଆଜି ଯାଏଁ ରାଜ୍ୟରେ ୪୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ରେକର୍ଡ..

କଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ସ୍ଥଳ ପରିଦର୍ଶନ କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ..

ବିଧାନସଭା ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ.. ୩ ଦିନିଆ ଅଧିବେଶନ ପାଇଁ ମୁତୟନ ହେବେ ୮ ପ୍ଲାଟୁନ ଫୋର୍ସ.. ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲେ ଡିଜିପି ଅରୁଣ ଷଡଙ୍ଗୀ..

ପଶ୍ଚିମବଙ୍ଗ ଟ୍ରେନ୍ ଟ୍ରାଜେଡିରେ ବଢି ଚାଲିଛି ମୃତ୍ୟୁ ସଂଖ୍ୟା, ଏଯାଏଁ ୧୫ ମୃତ..

ଟ୍ରେନ ଦୁର୍ଘଟଣା: ସହାୟତା ନମ୍ବର ଜାରି କଲା ରେଳ ବିଭାଗ..

୦୩୩-୨୩୫୦୮୭୯୪
୦୩୩-୨୩୮୩୩୨୬
୦୩୬୧୨୭୩୧୬୨୧
୦୩୬୧୨୭୩୧୬୨୨
୦୩୬୧୨୭୩୧୬୨୩
୦୩୬୭୪୨୬୩୯୫୮
୦୩୬୭୪୨୬୩୮୩୧
୦୩୬୭୪୨୬୩୧୨୦

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣା.. ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ.. ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ସହାୟତା ଘୋଷଣା..

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହାୟତା ଘୋଷଣା.. ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କଲେ.. ଗୁରୁତର ଆହତଙ୍କୁ ଅଢ଼େଇ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା..

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି.. ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ..

ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ.. ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି..

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories