www.samajalive.in
Saturday, December 13, 2025
21.1 C
Bhubaneswar

୧୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ପାର୍

ଭୁବନେଶ୍ବର : ଆଜି ୧୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିଛି । ୨ଟି ସହରରେ ୪୨ ଡିଗ୍ରୀ ସେଲସିୟସ ତାପମାତ୍ରା ପାର୍ କରିଛି । ୪୨.୪ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ଥିବାବେଳେ ବୌଦ୍ଧ ୪୨ ଡିଗ୍ରୀ ଟପିଛି । ସେହିଭଳି ନୂଆପଡା ୪୧.୬ ଡିଗ୍ରୀ ଥିବାବେଳେ ଭୁବନେଶ୍ବର, ଭବାନୀପାଟଣା, ସୁନ୍ଦରଗଡ ୪୧ ଡିଗ୍ରୀ ଏବଂ ପାରଳାଖେମୁଣ୍ଡି, ଅନୁଗୁଳ, ଢେଙ୍କାନାଳ ୪୦.୭ ଡିଗ୍ରୀ ତାପମାତ୍ରା ରହିଥିଲା ।

ଖରାଛୁଟିକୁ ନେଇ ବଡ ଘୋଷଣା: ପାଗ ଦେଖି ଖୋଲିବ ସ୍କୁଲ

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

Related Articles

Popular Categories