www.samajalive.in
Friday, December 5, 2025
26.1 C
Bhubaneswar

ଆଜି ପ୍ରଥମଥର ବିଧାୟକ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ବିଜେଡି ସଭାପତି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ବିଧାୟକ ଭାବେ ଶପଥ ନେବେ। ପୂର୍ବରୁ ଶ୍ରୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ୫ ଥର ପଦ ଓ ଗୋପନୀୟତାର ଶପଥ ପାଠ କରିଥିଲେ। ଆଜି (ମଙ୍ଗଳବାର) ଓ ବୁଧବାର ଦୁଇ ଦିନ ବିଧାୟକଙ୍କର ଶପଥ ପାଠ ଅନୁଷ୍ଠିତ ହେବ। ଆଜି ପୂର୍ବାହ୍ଣରେ ଶ୍ରୀ ପଟ୍ଟନାୟକ ବିଧାୟକ ଭାବେ ଶପଥ ନେଇପାରନ୍ତି। ଆସନ୍ତା ୨୦ରେ ନୂତନ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବାଚସ୍ପତି ନିର୍ବାଚନ ପୂର୍ବରୁ ବିଧାୟକଙ୍କ ଶପଥ ପାଠ ଶେଷ ହେବ।

Hot this week

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

Related Articles

Popular Categories